ମେଡିକାଲ ଉଇକିପିଡିଆ (ଅଫଲାଇନ)
ନିଃଶୁଳ୍କ ସ୍ୱାସ୍ଥ୍ୟସେବା ସମ୍ବନ୍ଧୀୟ ବିଷୟମାନ ପ୍ରତ୍ୟେକ ସ୍ଥାନରେ ଅଫଲାଇନରେ ଉପଲବ୍ଧ ।
About ମେଡିକାଲ ଉଇକିପିଡିଆ (ଅଫଲାଇନ)
ବର୍ଣ୍ଣନା: ଉଇକିପିଡିଆର ଅଫଲାଇନ ମେଡିକାଲ ଏନସାଇକ୍ଳୋପେଡିଆରେ ସ୍ୱାସ୍ଥ୍ୟସେବା ସମ୍ବନ୍ଧୀୟ ବିଷୟମାନଙ୍କର ବିରାଟ ସଂଗ୍ରହ ଆଣ୍ଡ୍ରଏଡରେ ଉପଲବ୍ଧ । ଏଥିରେ ମେଡିକାଲ, ଶରୀର ଗଠନ (ଆନାଟୋମୀ), ଔଷଧ ଓ ପରିଚ୍ଛନ୍ନତା ସମ୍ପର୍କରେ ଲେଖାମାନ ଅଛି । ଇଣ୍ଟରନେଟ ଉପଲବ୍ଧ ନ ଥିବା ସ୍ଥାନରେ, ଜନମାନବଶୂନ୍ୟ ସ୍ଥାନରେ ବା ଡଙ୍ଗାରେ ଥିଲେ ମଧ୍ୟ ଆପଣ ସର୍ବାଧିକ ମହତ୍ତ୍ଵପୂର୍ଣ୍ଣ ଓ ସର୍ବାଧୁନିକ ଭେଷଜ ଶବ୍ଦକୋଷ ବା ମେଡିକାଲ ଅଭିଧାନ/ ଡିକସନାରିରେ ବିନାମୂଲ୍ୟରେ ପ୍ରବେଶ ଅଧିକାର ପାଇପାରିବେ । ଗୋଷ୍ଠୀ ସ୍ୱାସ୍ଥ୍ୟକର୍ମୀ, ଡାକ୍ତର, ଡାକ୍ତରୀ ଛାତ୍ର ଓ ସ୍ୱାସ୍ଥ୍ୟ ସମ୍ବନ୍ଧରେ ରୁଚି ରଖୁଥିବା ଲୋକଙ୍କ ନିମନ୍ତେ ଏହା ଅମୂଲ୍ୟ । ଏହା ଅନ୍ୟାନ୍ୟ ଅନେକ ଭାଷାରେ ମଧ୍ୟ ତିଆରି ହୋଇଛି ତଥା ଚୟନ କରିଥିବା ଓ ବିଷୟଗୁଡ଼ିକର ସଂଖ୍ୟା ଓ ମାନକୁ ଉନ୍ନତ କରିବାକୁ ସର୍ବଦା ଚେଷ୍ଟା ଚାଲିଛି ।
ଏହା କେଆଇଡବ୍ଲ୍ୟୁଏକ୍ସ (Kiwix http://www.kiwix.org/) ଦ୍ଵାରା ସଞ୍ଚାଳିତ । (Powered by Kiwix http://www.kiwix.org/)
Similar Apps
Kiwix offline
Imagine being able to store the entirety of Wikipedia on your phone,...
Chemistry & Physics simulation
150 PhET interactive simulations to explore a wide range of science concepts....
WikiMed - Offline Medical Ency
With 75,000+ medical articles, WikiMed is the largest and most comprehensive collection...
ويكيبيديا الطبية بلا إنترنت
يحتوي تطبيق ويكيبيديا الطبية على أكثر من 20,000 مقالةٍ طبية، لذلك يُعد...
Offline Medical Wikipedia
With 60,000+ medical definitions, Wikimed is the largest source of medical content...
WikiMed - Wikipédia médicale h
L'encyclopédie médicale WikiMed propose 30.000 articles illustrés de médecine provenant de la...